ସୋନପୁର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷି ମାରଣ ନୀତିକୁ ବିରୋଧ କରି ସୁବର୍ଣ୍ଣପୁର ଜିଲ୍ଲାରେ ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ । ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ୫ ଦଫା ଦାବିରେ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ରାଜ୍ୟର ସମସ୍ତ ପଞ୍ଜିକୃତ ଚାଷୀଙ୍କ ପାଖରୁ ଧାନ କ୍ରୟ, ରବି ଧାନ କିଣାର ସମୟସୀମାକୁ ଜୁଲାଇ ୧୫ ଯାଏ ବୃଦ୍ଧି ଦାବି କରିଛି କଂଗ୍ରେସ ।

ଏଥିସହ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଚାଷୀଙ୍କୁ ଧାନ କୁଇଣ୍ଟାଲ ପ୍ରତି ଦାମ୍ ୨୯ଶହ ୩୦ ଟଙ୍କାକୁ ବୃଦ୍ଧି କରିବାକୁ ଦାବି ହୋଇଛି । ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସ ଆହ୍ୱାନରେ ବିକ୍ଷୋଭ ପ୍ରଦର୍ଶନରେ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ସଭାପତି ଗୌରୀଶ୍ୟାମ ପଣ୍ଡାଙ୍କ ସମେତ ଦଳର ବହୁ କର୍ମକର୍ତ୍ତା ସାମିଲ ହୋଇଥିଲେ ।
BREAKING NEWS
- ଜଳୁଛି ବରଫ ପାହାଡ଼…
- ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ: ଅଷ୍ଟ୍ରେଲିଆ ସ୍ଥିତି ମଜଭୁତ
- ଓଡ଼ିଶାର ୩ କୋର୍ଟକୁ ବୋମା ଧମକ: ସମ୍ପୃକ୍ତ ଅପରାଧୀଙ୍କୁ ଖୋଜିବାହାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
- ଜାନୁଆରି ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଲୋକଭବନ ଉଦ୍ୟାନ
- ଆଶେସ ସିରିଜ: ଇଂଲଣ୍ଡକୁ ୪-୧ରେ ହରାଇଲା ଅଷ୍ଟ୍ରେଲିଆ
- ଗୋଷ୍ଠୀ କନ୍ଦଳକୁ ନେଇ ଫୁଟିଲା ବୋମା, ଛିଡିଗଲା ହାତ ପାପୁଲି…
- କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ସହଜରେ ଚିହ୍ନଟ କରାଯାଇପାରିବ ଆଣ୍ଟିବାୟୋଟିକ, ପ୍ୟାକେଜିଂରେ ରହିବ ନିର୍ଦ୍ଦିଷ୍ଟ କୋଡିଂ
- ଭକ୍ତନିବାସରେ ରହିବା ହେଲା ମହଙ୍ଗା; ବଢ଼ିଲା ପାର୍କିଂ ଫି
- Fraud Government Jobs: ଚାକିରି ଦେବା ନାଁରେ ଠକ ଗ୍ୟାଙ୍ଗକୁ ଧରିବାକୁ ଦେଶସାରା ଚଢାଉ
- Trump Tariff on Russian Oil: ରୁଷୀୟ ତୈଳ ଉପରେ ୫୦୦% ଟାରିଫ୍ ଲଗାଇବ ଟ୍ରମ୍ପଙ୍କ ନୂତନ ବିଲ୍!
Comments are closed.