ନୂଆଦିଲ୍ଲୀ: କଂଗ୍ରେସ କାର୍ଯ୍ୟ କମିଟି ବୈଠକ ଆରମ୍ଭ ହୋଇଛି। ଦଳର ସଭାପତି ସୋନିଆ ଗାନ୍ଧୀ ଏହି ବୈଠକର ଅଧ୍ୟକ୍ଷତା କରୁଛନ୍ତି। କଂଗ୍ରେସ ଦଳର ଏହି ବୈଠକ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରାଯାଉଛି। ଏହି ବୈଠକରେ ଦଳରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଏହି ବୈଠକରେ ମୁଖ୍ୟତଃ ଅର୍ଥନୀତି ଏବଂ କୃଷକ ଆନ୍ଦୋଳନ ଭଳି ସମ୍ବେନ୍ଦନଶୀଳ ପ୍ରସଙ୍ଗ ଉପରେ ଆଲୋଚନା ଚାଲିବ।
BREAKING NEWS
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ

Comments are closed.