ପୁରୀ: ପୋଲିସ ଯଦି ନିୟମ ଭାଙ୍ଗେ ତେବେ କହିବେ କାହାକୁ ଶୁଣିବ କିଏ ? ପୁରୀ ଗୁଣ୍ଡିଚା ମନ୍ଦିରରେ ଜଣେ ପୋଲିସ କର୍ମଚାରୀ ଦୁଇଚକିଆ ଗାଡି ଧରି ଭିତରକୁ ପ୍ରବେଶ କରିବାର ଦୃଶ୍ୟ ସୋସିଆଲ୍ ମିଡିଆରେ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ଘଟଣାଟି ପ୍ରଘଟ ହେବା ପରେ ମନ୍ଦିରର ପବିତ୍ରତାକୁ କ୍ଷୁର୍ଣ୍ଣ କରିବା ଅଭିଯୋଗରେ ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଲୋକଙ୍କ ସମେତ ମନ୍ଦିରର ପୂଜକମାନେ ଦାବି କରିଛନ୍ତି ।
BREAKING NEWS
- ଫାଇରିଂ କରିଦେବି କହି ଅଡୁଆରେ ବିଜେଡି ନେତା ପ୍ରଦୀପ ମାଝୀ…ଥାନାରେ ଏତଲା
- Illegal Bangladeshi: ବିଳମ୍ବିତ ରାତିରେ ବାଂଲାଦେଶୀ ସନ୍ଦେହରେ ପୋଲିସର ଚଢ଼ାଉ;୨୧ ସନ୍ଦିଗ୍ଧ ଅଟକ
- ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ
- ଭାରତର ଏହି ଗାଁରେ ସାପଙ୍କ ସହ ଖେଳନ୍ତି ଛୋଟ ପିଲା, ସବୁ ଘରେ ଥାଏ କୋବ୍ରା
- ଭୁଲ ମାଗିଲେ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ଶୁଭଙ୍କର, କହିଲେ ପୁରୀ ହେଉଛି ମୋର….
- ପ୍ରଥମ ଥର ଆସିଲା ତିନି ଥର ମୋଡ଼ି ହେଉଥିବା ଫୋନ୍, ଦୁଇଟି ସେଲ୍ଫି କ୍ୟାମେରା ସହ ଦୁଇଟି ଡିସ୍ପ୍ଲେ
- ରାଜ୍ୟରେ ପ୍ରଶାସନିକ ଏବଂ ଶାସନ ସଂସ୍କାର କମିଟି ଗଠିତ; ନଜର ରଖିବେ ୫…
- କେଉଁ T20 ଲିଗ୍ ମ୍ୟାଚ୍ରେ ଖେଳାଳିଙ୍କୁ ମିଳିଥାଏ ଅଧିକ ଟଙ୍କା, କେତେ ନମ୍ୱରରେ ଆସିଥାଏ IPL ?
- ଅଚ୍ୟୁତ ସାମନ୍ତଙ୍କ ପୁସ୍ତକ ‘ମୋ ମା ମୋ ପ୍ରେରଣା’ ଉନ୍ମୋଚିତ
- ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ…
Comments are closed.