ପୁରୀ: ପୋଲିସ ଯଦି ନିୟମ ଭାଙ୍ଗେ ତେବେ କହିବେ କାହାକୁ ଶୁଣିବ କିଏ ? ପୁରୀ ଗୁଣ୍ଡିଚା ମନ୍ଦିରରେ ଜଣେ ପୋଲିସ କର୍ମଚାରୀ ଦୁଇଚକିଆ ଗାଡି ଧରି ଭିତରକୁ ପ୍ରବେଶ କରିବାର ଦୃଶ୍ୟ ସୋସିଆଲ୍ ମିଡିଆରେ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ଘଟଣାଟି ପ୍ରଘଟ ହେବା ପରେ ମନ୍ଦିରର ପବିତ୍ରତାକୁ କ୍ଷୁର୍ଣ୍ଣ କରିବା ଅଭିଯୋଗରେ ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଲୋକଙ୍କ ସମେତ ମନ୍ଦିରର ପୂଜକମାନେ ଦାବି କରିଛନ୍ତି ।
BREAKING NEWS
- ଭିଜିଲାନ୍ସ ଜାଲରେ ସରକାରୀ ବାବୁ, ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ପଞ୍ଚଭୂତରେ ଲୀନ ହେଲେ ପ୍ରଖ୍ୟାତ ଅଭିନେତା ନାନା ପାଟେକର
- ଦଶହରାରେ ଲଘୁଚାପ ଆଶଙ୍କା: ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଛାତ୍ର ସଂସଦ ନିର୍ବାଚନ କାଉଣ୍ଟଡାଉନ, ଆଜି ଦାଖଲ ହେବ ପ୍ରାର୍ଥିପତ୍ର
- ଆମେରିକାରେ ବଡ଼ କାର୍ଯ୍ୟାନୁଷ୍ଠାନ: ଇନ୍ଫୋସିସ୍, ଟିସିଏସ୍ ଓ ୱିପ୍ରୋ ସହ ୮ଟି ପ୍ରମୁଖ ଆଇଟି କମ୍ପାନୀର ଗ୍ରୀନ୍ କାର୍ଡ ପ୍ରକ୍ରିୟା ନିଲମ୍ବିତ
- Satellite Internet Rules: ଏଲନ୍ ମସ୍କଙ୍କୁ ଭାରତ ସରକାରଙ୍କ ସିଧାସଳଖ ଜବାବ, “ନିୟମ ସମସ୍ତଙ୍କ ପାଇଁ ସମାନ”
- ଜଳିଗଲା ଆମ୍ବୁଲାନ୍ସ;ରୋଗୀ ମୃତ,୨ ଗୁରୁତର
- ଅଲବିଦା ନାନା ପାଟେକର; ୩୫ ଟଙ୍କାରୁ କୋଟି କୋଟି ଟଙ୍କା ଆୟ, ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ…
- ABADHA scheme:ଅବଢ଼ା ଯୋଜନା:ଅତିରିକ୍ତ ୧୦୧ କୋଟି ଟଙ୍କା ବ୍ୟୟବରାଦ
- ପୁଅ ଝିଅ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ !

Comments are closed.