ପୁରୀ: ମହାମାରୀ କରୋନା ପାଇଁ ଶୀଜିଉଙ୍କ ରଥ ନିର୍ମାଣ ନେଇ ଲାଗି ରହିଥିବା ଦ୍ୱନ୍ଦ ଦୂର ହୋଇଛି । ରଥ ତିଆରି ପାଇଁ କେନ୍ଦ୍ର ସରକାରଙ୍କ ଠାରୁ ମିଳିିଛି ଗ୍ରୀନ୍ ସିଗ୍ନାଲ । କେନ୍ଦ୍ର ସରକାରଙ୍କଠାରୁ ସର୍ତ୍ତମୂଳକ ଅନୁମତି ମିଳିବା ପରେ ଶୁକ୍ରବାର ଠାରୁ ରଥ ନିର୍ମାଣ କାମ ଚାଲିଛି ।
ରଥ ନିର୍ମାଣ ବେଳେ ଜାରି ଗାଇଡ୍ଲାଇନ୍କୁ ପାଳନ କରିବା ଲାଗି ଶନିବାର ରଥ ଖଳାରେ ସେବକମାନଙ୍କୁ ସଚେତନ କରାଯାଇଛି। କାମ ଆରମ୍ଭ କରିବା ପୂର୍ବରୁ ମହାରଣା ସେବକଙ୍କ ସହିତ ରଥ ନିର୍ମାଣରେ ସାମିଲ ଅନ୍ୟ ସେବକଙ୍କୁ କିପରି ମାସ୍କ ପିନ୍ଧିବେ, ଏକାଧିକ ଥର ହାତ ଭଲ ଭାବେ ସଫା କରିବେ ଏବଂ ସାମାଜିକ ଦୂରତ୍ୱ ରକ୍ଷା କରିବା ସେ ନେଇ ସଚେତନ କରାଯାଇଛି। ଏଡିଏମ୍ଓ ଦେବୀ ପ୍ରସାଦ ମହାପାତ୍ର ରଥ ଖଳାରେ ସେବକମାନଙ୍କୁ ସଚେତନ କରିଥିଲେ।
BREAKING NEWS
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ
- Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା ସଂଖ୍ୟା, ‘ସ୍ୱର୍ଣ୍ଣ’ରେ କାହିଁକି ପଛରେ ପଡ଼ିଲା ଭାରତ?
- Modi Cabinet: ବିଦା ହେବେ କି ୨ କେନ୍ଦ୍ରମନ୍ତ୍ରୀ? ରାଜ୍ୟସଭା ଲିଷ୍ଟରୁ ନାଁ ଗାଏବ! ମୋଦୀ କ୍ୟାବିନେଟରେ ବଡ଼ ପରିବର୍ତ୍ତନ ଆଭାସ!
- SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ
- Gold Coin for Brides: ନବଜାତ ଶିଶୁଙ୍କୁ ସୁନାମୁଦି ପରେ ଏବେ ନୂଆ ବୋହୂଙ୍କୁ ସୁନା! ମୁଖ୍ୟମନ୍ତ୍ରୀ ହେବା ପରେ ଥାଲାପତି ବିଜୟଙ୍କ ଆଉ ଏକ ଚର୍ଚ୍ଚିତ ଯୋଜନା
- ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା
- ଋଷ ଆକ୍ରମଣରେ ଛାରଖାର ୟୁକ୍ରେନର ରେଳସେବା: ସଙ୍କଟରେ କିଭ୍ !

Comments are closed.