ସେ ଡାକ୍ତର ହୁଅନ୍ତୁ ଅବା ନର୍ସ, ପୋଲିସ କି ସାମ୍ବାଦିକ ଅବା ସଫେଇ କର୍ମଚାରୀ । ଏମାନଙ୍କ ପାଇଁ କରୋନା ଭଳି ଏକ ମହାମାରୀ ବେଳେ ଆମେ ଘରେ ଶାନ୍ତିରେ ନିଶ୍ୱାସ ନେଇପାରୁଛେ । ସେଥି ପାଇଁ ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମାନଙ୍କୁ କରୋନା ଯୋଦ୍ଧା ବୋଲି ସମ୍ବୋଧନ କରିଛନ୍ତି । ଏହି କରୋନା ଯୋଦ୍ଧାଙ୍କୁ ନିଜ ପେନସିଲ ଜରିଆରେ କାନଭାସରେ ସମ୍ମାନ ଜଣାଇଛନ୍ତି ସୁନ୍ଦରଗଡର ପୱନ ଗିରି ।
BREAKING NEWS
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
Comments are closed.