Latest Odisha News

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଜଣେ କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି । କଳାହାଣ୍ଡିରୁ ଜଣେ ୮୩ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି ।

ବର୍ତ୍ତମାନ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.