Latest Odisha News

BREAKING NEWS

ଆମେରିକାରେ ୮୦ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୮୧,୩୭୮ରୁ ଅଧିକ ଟପିଲାଣି ।

ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ସେଠାରେ ୨ ଲକ୍ଷରୁ ଅଧିକ ରୋଗୀ ସୁସ୍ଥ ହୋଇଥିବା ବେଳେ ୧୩ ଲକ୍ଷରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।

ଅଧିକ ପଢନ୍ତୁ- ଦେଶରେ ଉଦବେଗ ହେଉଛି ସ୍ଥିତି: ୭୦ ହଜାର ଟପିଲା କରୋନା ମାମଲା, ୨୪ ଘଣ୍ଟାରେ ୩୬୦୪ ନୂଆ ଆକ୍ରାନ୍ତ

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଭାରତ, ଫ୍ରାନ୍ସ, ବ୍ରିଟେନ୍‌, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର, ସ୍ପେନ ଓ ୟୁରୋପ ଭଳି ପାଖାପାଖି ୨୦୬ରୁ ଅଧିକ ଦେଶକୁ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.