Latest Odisha News

ଓଡ଼ିଶାର ୧୪ ଜିଲ୍ଲାରୁ ମୁଣ୍ଡ ନେଲାଣି କରୋନା

ଭୁବନେଶ୍ୱର: କରୋନା କାୟା ମାଡୁଛି । ମୁଣ୍ଡ ବି ନେଉଛି । ରାଜ୍ୟରେ ପ୍ରତିଦିନ ଆକ୍ରାନ୍ତଙ୍କ ଜୀବନ ଯାଉଛି । ବର୍ତ୍ତମାନ ସୁଦ୍ଧା ୧୦୩ ଜଣ ଭୂତାଣୁ ସଂକ୍ରମିତ ମୃତ୍ୟୁବରଣ କଲେଣି । ରାଜ୍ୟର ୧୪ ଜିଲ୍ଲାରୁ ମୁଣ୍ଡ ନେଇଛି ଭାଇରସ୍ ।

ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର, ସୁନ୍ଦରଗଡ଼, ଗଜପତି, ଜଗତସିଂହପୁର, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ବରଗଡ଼, ରାୟଗଡ଼ା, ଅନୁଗୋଳ ଜିଲ୍ଲାରୁ କରୋନା ନେଇଛି ମୁଣ୍ଡ । ବାକି ୧୬ ଜିଲ୍ଲାରେ କରୋନା କାୟା ମେଲାଇଥିଲେ ବି ଜୀବନ ହାନୀ କରି ପାରିନି । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୯ ଜିଲ୍ଲାରେ ରହିଛି କରୋନା ଆକ୍ଟିଭ୍ କେସ୍ । ଏକମାତ୍ର ଜିଲ୍ଲା ଭାବରେ ନୂଆପଡ଼ା କରୋନା ମୁକ୍ତ ରହିଛି ।

କେଉଁ ଜିଲ୍ଲାରୁ ମୃତ୍ୟୁସଂଖ୍ୟା କେତେ ?

Leave A Reply

Your email address will not be published.