Latest Odisha News

BREAKING NEWS

କରୋନା ଅପଡ଼େଟ୍‌: ଓଡ଼ିଶା,ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସକାଳ ୬ଟା ସୁଦ୍ଧା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।

BjdElectrycity

ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୦୦୭ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୭୮୫ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୧୫,୩୩୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮,୨୨,୯୫୧ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୨,୬୫,୦୮୪ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୦୨,୯୯୫ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.