ଭୁବନେଶ୍ୱର: ଓଡ଼ିଶାରେ ଏଯାଏଁ ସେହି ୩ ଜଣ ହିଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ ୪୭୩ ନମୁନାର ପରୀକ୍ଷା ହୋଇଥିବା ବେଳେ ୪୭୦ ନମୂନା ନେଗେଟିଭ୍ ଆସିଛି ବୋଲି କହିଛନ୍ତି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗଚୀ । ଅନଲାଇନ୍ ଓ ୧୦୪ରେ ମୋଟ୍ ୧୧ ହଜାର ୫୭୫ ଜଣ ପଞ୍ଜୀକରଣ କରିଛନ୍ତି । ଆଉ ଏଯାବତ୍ ୪ ହଜାର ୩୧୩ ଜଣ ବିଦେଶ ଫେରନ୍ତା ଅଛନ୍ତି ।
ସେହିପରି ଦିନ ୩ଟା ସୁଦ୍ଧା, ୨୦୦ଟି ଦେଶ କରୋନା ସଂକ୍ରମିତ ହୋଇଛି । ସେଥିମଧ୍ୟରେ ମୋଟ ୭ଲକ୍ଷ ୯୯ହଜାର ୯୩୬ ଜଣ ସଂକ୍ରମିତ ହୋଇଥିବାବେଳେ ୩ଲକ୍ଷ ୮୧ ହଜାର ୩ଜଣଙ୍କ ମୃତ୍ୟୁ ହୋଇଛି । ସବୁଠାରୁ ବଡ଼ କଥା ହେଲ ଗତ ୨୪ ଘଣ୍ଟାରେ ବିଶ୍ୱରେ କରୋନା ଦ୍ୱାରା ୪ ହଜାରରୁ ଅଧିକ ମୃତ ହୋଇଛନ୍ତି । ସେହିଭଳି ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୧ ଜଣ କରୋନା ପଜିଟିଭ୍ ଥିବାବେଳେ ୩୨ ଜଣଙ୍କ ମୃତ୍ୟୁ ହୋଇଛି ବୋଲି କହିଛନ୍ତି ସୁବ୍ରତ ବାଗଚୀ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.