Latest Odisha News

BREAKING NEWS

ରାଜଧାନୀରେ କରୋନା ଆତଙ୍କ, ସିଲ୍ ହେଲା କୋର୍ଟ ପରିସର

ଭୁବନେଶ୍ୱର: ଧିରେଧିରେ କରୋନା ସଂକ୍ରମଣ ପୁଣିଥରେ କାୟା ବିସ୍ତାର କରିବାରେ ଲାଗିଛି । ଏହି ଧାରାରେ ରାଜଧାନୀ ସ୍ଥିତ କୋର୍ଟରେ ୧୫ଜଣ କର୍ମର୍ଚାରୀ କରାନା ସଂକ୍ରମିତଙ୍କ ଚିହ୍ନଟ ହେବା ପରେ ବିଏମ୍‌ସି କୋର୍ଟ ପରିସରକୁ ସିଲ୍ କରିଛି ।

ଆସନ୍ତା ୨୭ ତାରିଖରେ ବିଏମ୍‌ସି ସମସ୍ତ କର୍ମଚାରୀଙ୍କର ଆରଟି-ପିସିଆର୍ ଟେଷ୍ଟ କରାଇବାକୁ ଯୋଜନା କରିଛି । ତେବେ ଆଜି କୋର୍ଟ ପରିସରକୁ ତିନିଦିନ ପାଇଁ ସିଲ୍ କରାଯାଇଥିବା ସୂଚନା ରହିଛି । କରୋନାରେ ସଂକ୍ରମିତ ବ୍ୟକ୍ତିବିଶେଷଙ୍କୁ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.