ବେଜିଂ: ଚୀନରେ କରୋନା ତାର ପ୍ରଭାବ ବିସ୍ତାର କରି ଚାଲିଛି । ଏହାକୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ସରକାର ଆପ୍ରାଣ ଉଦ୍ୟମ କରୁଛି । ଭୂତାଣୁ ଯେପରି ନ ବ୍ୟାପିବ ସେଥିପାଇଁ ସମସ୍ତଙ୍କୁ ସତର୍କ ନ ରହିବା ପାଇଁ ଅନୁରୋଧ କରାଯାଉଛି ।ଏପରି କି ଏବେ ବିବାହ ନ କରିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି । ୨ ଫେବୃୟାରୀ ବିବାହ ପଞ୍ଜୀକରଣ ଆବେଦନକୁ ସରକାର ଅଗ୍ରାହ୍ୟ କରି ଦେଇଛନ୍ତି । ସେହିପରି ଅନ୍ତିମ ସଂସ୍କାରକୁ କମ୍ ସମୟ ଏବଂ ଅଳ୍ପ ଲୋକଙ୍କ ଉପସ୍ଥିତିରେ ସମ୍ପନ୍ନ କରିବା ପାଇଁ କୁହାଯାଇଛି । କରୋନା ମୃତ୍ୟୁ ସଂଖ୍ୟା ୩୦୦ ପାଖାପାଖି ପହଂଚିଥିବା ବେଳେ ପ୍ରଭାବିତଙ୍କ ସଂଖ୍ୟା ୧୨୫୦୦ ରହିଛି ।
BREAKING NEWS
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC

Comments are closed.