ଭୁବନେଶ୍ୱର: ମାରାତ୍ମକ ଭୂତାଣୁ କରୋନା ଏବେ ନିଜ କାୟା ସାରା ବିଶ୍ୱକୁ ବିସ୍ତାର କିରବାରେ ଲାଗିଛି । ତେବେ ଏଥିରୁ ବର୍ତ୍ତିବା ପାଇଁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ପ୍ରସ୍ତୁତି । କରୋନାକୁ ନେଇ ଭୁବନେଶ୍ୱର ବିମାନବନ୍ଦରରେ କଟକଣା ବଢ଼ାଇ ଦିଆଯାଇଛି ।
ମାରାତ୍ମକ ଭୂତାଣୁ ଦାଉରୁ ଦେଶକୁ ସୁରକ୍ଷିତ ରଖିବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ବିଦେଶରୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି । ବିଦେଶ ଗସ୍ତ ପୂର୍ବରୁ ସମସ୍ତ ଯାତ୍ରୀଙ୍କୁ ଯାଂଚ କରାଯାଉଛି । ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଯାଂଚ ଆରମ୍ଭ ହୋଇଛି ।
BREAKING NEWS
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
- ଭାରତରେ ପ୍ରଥମ ଥର ପାଇଁ କେବେ ଆସିଥିଲା ପେଟ୍ରୋଲ? ଜାଣନ୍ତୁ କେଉଁ ଦେଶରୁ ଆମଦାନି ହୋଇଥିଲା..
Comments are closed.