ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଗଠନ ହେଲା ତିନୋଟି ଟିମ୍ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ପାଳନ କରିବା ପାଇଁ ବିଏମ୍ସି ଓ ବିଡିଓ ପକ୍ଷରୁ ୩ଟି ଟିମ୍ ଗଠନ କରାଯାଇଛି । ଏହି ଟିମ୍ ମାସ୍କ, ସାନିଟାଇଜର କଳାବଜାରୀକୁ ତଦରାଖ କରିବେ । ସକାଳୁ ୨ ଘଂଟା ବୁଲି ସଫେଇ କାର୍ଯ୍ୟର ତଦାରଖ କରିବା ପାଇଁ ବିଏମ୍ସି ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି ।
ଏଥିସହ ବିଏମ୍ସି ଓ ବିଡିଏ ଅଫିସରରେ ପାନଛେପ ପକାଇଲେ ୫ଶହ ଟଙ୍କା ଜରିମାନା ଦେବାକୁ ପଡିବ । ଏନେଇ ବିଏମ୍ସି କମିଶନର ପ୍ରେମଚାନ୍ଦ ଚୌଧୁରୀ ସୂଚନା ଦେଇଛନ୍ତି । ବିଏମ୍ସି ଓ ବିଡିଓ ପକ୍ଷରୁ ଗଠନ ହୋଇଥିବା ଏହି ୩ଟି ଟିମ୍ରେ ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ଏଥିସହ ଏହି ଟିମ୍ରେ ୩ଜଣ ଆଡିସନାଲ କମିଶନର, ୨ଜଣ ଏନ୍ଫୋର୍ସମେଂଟ ଅଧିକାରୀ ଅଛନ୍ତି ।
BREAKING NEWS
- Bhitarkanika: ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି; ୨୦ଟି ଧଳା କୁମ୍ଭୀର…
- ଜାନୁଆରୀ ୨୧ରୁ ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’ ଆରମ୍ଭ…
- ସରିଗଲା କି ଜାଡେଜାଙ୍କ ଦିନିକିଆ କ୍ୟାରିୟର
- ଖଣି ମନ୍ତ୍ରୀଙ୍କୁ ବହିଷ୍କାର କରି ମୁଖ୍ୟମନ୍ତ୍ରୀ ନିଜର ଦକ୍ଷତାର ପ୍ରମାଣ ଦିଅନ୍ତୁ: ବିଜେଡି
- ବଦଳିବ ଓଡ଼ିଶା ସରକାରଙ୍କ ଲ୍ୟାଣ୍ଡ ସେଟଲମେଣ୍ଟ ଆକ୍ଟ
- ଅନୀସ ବଜମୀଙ୍କ ଆଗାମୀ ଫିଲ୍ମରେ ଅଭିନୟ କରିବେ ଅକ୍ଷୟ କୁମାର, ବିଦ୍ୟା ବାଲାନ
- Majhighariani Temple: ସରିଲା ମା’ ମଝିଘରିଆଣୀଙ୍କ ଦାନ ହୁଣ୍ଡି ଗଣତି; ଏତିକି କୋଟି ଟଙ୍କା ସହ ବିଦେଶୀ ନୋଟ ମିଳିଲା
- ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ ନୀତିନ ନବୀନ
- From Il-78 to MRTT: IAFକୁ ମିଳିବ ନୂତନ ଶକ୍ତି; ୬ଟି MRTT ବିମାନ କ୍ରୟକୁ ମିଳିଲା ମଞ୍ଜୁରୀ
- ଗମ୍ଭୀର ସମସ୍ୟା: ଭାରତୀୟ କ୍ରିକେଟ ଟିମର ଚାଲିଛି ଅନ୍ଧକାରମୟ ଯୁଗ
Comments are closed.