ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ରାଜଧାନୀ ଦିଲ୍ଲୀରେ ଗତ ୬ ଦିନ ମଧ୍ୟରେ ୬୨୮ ଜଣ ପ୍ରାଣ ହରାଇଛନ୍ତି। କରୋନାକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ସମସ୍ତ ବ୍ୟବସ୍ଥା କରାଯାଉଛି। ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି ଯେ ଏହା କରୋନା ବିରୋଧରେ ଯୁଦ୍ଧର ଏକାଦଶ ମାସ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି ଯେ କରୋନା ବିରୋଧରେ ଲଢିବା ପାଇଁ ସରକାର ଏବଂ ଲୋକଙ୍କୁ ସଚେତନ କରାଯାଇଛି। କରୋନା ନିର୍ଦ୍ଦେଶାବଳୀକୁ କଡାକଡି ଭାବେ ପାଳନ କରାଯାଉଛି। କରୋନା ସ୍ଥିତି ଅତ୍ୟନ୍ତ ଭୟଙ୍କର ରୂପ ନେଇଥିଲେ ମଧ୍ୟ ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ଦେଶରେ ୯୦ ଲକ୍ଷ ସୁନିଶ୍ଚିତ ମାମଲାରେ ପ୍ରାୟ ୮୫ ଲକ୍ଷ ରୋଗୀ ଆରୋଗ୍ୟ ହୋଇଛନ୍ତି। ଭାରତରେ ସର୍ବାଧିକ ସୁସ୍ଥ ହାର ରହିଛି।
BREAKING NEWS
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
Comments are closed.