Latest Odisha News

BREAKING NEWS

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୩ଶହ ଟପିଲା, ୨୪ ଘଣ୍ଟାରେ ୨୫୫୩ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ଦିନ ୪୨,୫୩୩ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

BjdElectrycity

ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୨୯,୪୫୩ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୧୩୭୩ ଜଣ ପ୍ରାଣ ହରାଇଛନ୍ତି ।

ସେହିପରି ଗତ ୨୪ ଘଣ୍ଟାରେ ଭାରତରେ ମୋଟ୍ ୭୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫୫୩ ନୂଆ କରୋନା ସଂକ୍ରମଣ ମାମଲା ରେକର୍ଡ ହୋଇଛି।

ଆହୁରି ମଧ୍ୟ ସମସ୍ତ ୧୧,୭୦୬ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

Leave A Reply

Your email address will not be published.