ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୯୫,୯୨୧ ହଜାରରେ ପହଁଞ୍ଚିଛି।
ଜନ୍ ହପକିନ୍ସ ୟୁନିଭର୍ସିଟିର ରିପୋର୍ଟ ଅନୁଯାୟୀ ସେଠାରେ ୩ ଲକ୍ଷରୁ ଅଧିକ ରୋଗୀ ସୁସ୍ଥ ହୋଇଥିବା ବେଳେ ୧୬ ଲକ୍ଷରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।
USA records further 1260 deaths from #COVID19, bringing its total to 95921, according to Johns Hopkins University: AFP news agency
— ANI (@ANI) May 23, 2020
ସେହିପରି ଗୋଟିଏ ଦିନରେ ଆମେରିକାରେ ୧୨୬୦ ଜଣଙ୍କର ମୃତ୍ୟୁ ଘଟିଛି।
ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଭାରତ, ଫ୍ରାନ୍ସ, ବ୍ରିଟେନ୍, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର, ସ୍ପେନ ଓ ୟୁରୋପ ଭଳି ପାଖାପାଖି ୨୦୬ରୁ ଅଧିକ ଦେଶକୁ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।
Comments are closed.