ପୁରୀ: ସାରା ଦେଶରେ କରୋନା ଭୂତାଣୁ ତାର କାୟା ବିସ୍ତାର କରିବାରେ ଲାଗିଛି । ଓଡ଼ିଶାରେ ମଧ୍ୟ କରୋନା ଭାଇରସକୁ ନେଇ ଭୟ ଘାରିଛି । ଏହି ପରିପ୍ରେକ୍ଷୀରେ ଆଜି କରୋନା ମୁକାବିଲା ପାଇଁ ପୁରୀରେ ଜିଲ୍ଲାପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଏଥିରେ କରୋନାକୁ ନେଇ ବିଭିନ୍ନ ସଚେତନମୂଳକ ପଦକ୍ଷେପ ସମ୍ପର୍କରେ ଆଲୋଚନା ହୋଇଛି ।
ପୁରୀ ସମସ୍ତ ହୋଟେଲ ଗୁଡିକୁ ଆଜଭାଇଜରି ଜାରି କରାଯାଇଛି । କୌଣସି ସ୍ଥାନରେ ଏକତ୍ରିତ ନହେବା, ହାତ ମିଳାଇବା ତଥା ଆଲିଙ୍ଗନ ନ କରିବାକୁ ଲୋକଙ୍କୁ ସଚେତନ କରଯାଇଛି । କୌଣସି ବିଦେଶୀ ପର୍ଯ୍ୟଟକ ଆସିଲେ ତୁରନ୍ତ ପୋଲିସକୁ ସୂଚନା ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି।
କରୋନା ମୁକାବିଲା ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ୱତନ୍ତ୍ର ଆଇସୋଲେସନ ୱାର୍ଡ କରାଯାଇଛି । ରୋଗୀଙ୍କୁ ଭୟ କରନ୍ତୁ ନାହିଁ କି ମିଥ୍ୟ ଗୁଜବ ଉପରେ ବିଶ୍ୱାସ କରନ୍ତୁ ନାହିଁ ବୋଲି ଜିଲ୍ଳାପାଳ କହିଛନ୍ତି ।
BREAKING NEWS
- ଦିଲ୍ଲୀରେ ଦିଲଜିତଙ୍କ କନସର୍ଟ କ୍ୟାନସଲ୍, ସୁରକ୍ଷା ଦୃଷ୍ଟିରୁ ପୋଲିସ ଦେଲାନି ଅନୁମତି
- ନାବାଳିକାଙ୍କ ପେଟରୁ ବାହାରିଲା ୨୦ କିଲୋ ଓଜନର ଟ୍ୟୁମର
- କଟକ ଷ୍ଟେସନରେ ପୂର୍ବତଟ ରେଳପଥର ‘ରେଳ ଜନ ସମ୍ବାଦ’: ଯାତ୍ରୀଙ୍କ ସମସ୍ୟା ଓ ସୁବିଧା ନେଇ ସିଧାସଳଖ ଆଲୋଚନା
- ସ୍କ୍ରବ୍ ଟାଇଫସ୍ରେ ୧୧ ବର୍ଷୀୟ ବାଳକଙ୍କ ମୃତ୍ୟୁ
- ନିୟମ ବାହାରେ ଔଷଧ ସେବନ, ୨ଟି ମ୍ୟାଚ୍ରୁ ବାହାରିଲେ ସିମର ସ୍କଟ୍
- Missing Girl:ନିଖୋଜ ନାବାଳିକାଙ୍କ ମୃତଦେହ ଉଦ୍ଧାର;ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
- ନିଖୋଜ ପ୍ରେମୀ ଯୁଗଳଙ୍କ ଗଳିତ ଝୁଲନ୍ତା ମୃତଦେହ ଉଦ୍ଧାର
- ‘Protests Achieve Nothing’: ବିରୋଧୀଙ୍କୁ ଶାହାଙ୍କ ସମାଲୋଚନା
- Ranbir Kapoor Apologise: କାହିଁକି ଦଶହରା ମଞ୍ଚରେ ଭୁଲ୍ ମାଗିଲେ ରଣବୀର କପୂର?
- ଦୁର୍ଗା ପୂଜା ବିସର୍ଜନ ଦେଖିବାକୁ ଯାଇ ବୁଡ଼ିଗଲେ; ଜଣେ ମୃତ, ୨ ନିଖୋଜ

Comments are closed.