ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ନ୍ୟୁ ଷ୍ଟ୍ରେନ୍ ପ୍ରଭାବ ଜାରି ରହିଛି। ଭାରତରେ କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍ ବୃଦ୍ଧି ପାଉଛି। ବ୍ରିଟେନରେ ବ୍ୟାପିଥିବା ଏହି ନୂତନ କରୋନା ଭାଇରସ୍ ଷ୍ଟ୍ରେନ୍ ଭାରତରେ ୨୦ ଟି ନୂଆ ମାମଲା ରିପୋର୍ଟ ହୋଇଛି। ଯାହା ପରେ ମୋଟ ସଂଖ୍ୟା ୫୮ ରେ ପହଞ୍ଚିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରିପୋର୍ଟ ଅନୁଯାୟୀ, ସମସ୍ତ ସଂକ୍ରମିତ ଲୋକଙ୍କୁ ପୃଥକ ପୃଥକ କୋଠରୀରେ ରଖାଯାଇଛି। ମନ୍ତ୍ରଣାଳୟ କହିଛି ଯେ ଯେଉଁମାନେ ଏହି ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଚିହ୍ନଟ କରାଯାଉଛି।
BREAKING NEWS
- ଏସିଆନ ଗେମ୍ସ: ଗଙ୍ଗା ନଦୀକୁ ଡେଇଁ ପଡିଥିଲେ ସନ୍ତରଣରେ ଭାରତ ପାଇଁ ପଦକ ଜିତିଥିବା ସଚିନ
- Pak Shahzad Bhatti Network:ଶାହଜାଦ ଭଟ୍ଟି ନେଟୱାର୍କକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା; UAPA ଅଧୀନରେ…
- ଡବ୍ଲ୍ୟୁପିଏଲ ୨୦୨୭, ଆଇପିଏଲ ଅକ୍ସନକୁ ନେଇ ବିସିସିଆଇର ବଡ଼ ନିଷ୍ପତ୍ତି
- ଭାରତ – ନ୍ୟୁଜିଲ୍ୟାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତିକୁ ନ୍ୟୁଜିଲ୍ୟାଣ୍ଡ ସଂସଦର ମଞ୍ଜୁରୀ
- ଏସିଆନ ଗେମ୍ସ ସ୍ୱର୍ଣ୍ଣ ଜିତି ଇତିହାସ ରଚିବା ଏବେ ଦଳର ମୂଳ ଲକ୍ଷ୍ୟ: ସୋଏର୍ଡ ମାରିଜ୍ନେ
- ପୁଣି ହସାଇବାକୁ ଆସୁଛନ୍ତି କପିଲ ଓ ସୁନୀଲ: ଖୁବଶୀଘ୍ର ଫେରୁଛି ‘ଦ ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶୋ’ ସିଜନ ୫
- Subhadra Scheme Applications:ଏହି ଦିନ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ
- ୨୦୧୩ ଝିରମ ଘାଟି ନରସଂହାର ମାମଲାରେ ୧୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ
- ଏସିଆନ୍ ଗେମ୍ସ: ବିପ୍ରଜ ନିଗମ ଜାତୀୟ ଦଳରେ ସାମିଲ, ବାଦ ପଡ଼ିଲେ ବରୁଣ
- Dahi Bara: ଦହିବରା ଖାଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ

Comments are closed.