ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୧୯ ତାରିଖ ଗୁରୁବାର ଦିନ ସନ୍ଧ୍ୟା ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ।
19 ମାର୍ଚ୍ଚ ସନ୍ଧ୍ୟା 8 ଟାରେ ରାଷ୍ଟ୍ରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କୋଭିଡ-19 ସହ ଜଡ଼ିତ ବିଭିନ୍ନ ବିଷୟ ଓ ଏହାର ମୁକାବିଲା ସମ୍ପର୍କରେ ମତ ରଖିବେ ।@PMOIndia @narendramodi @dpradhanbjp @pcsarangi @PIB_India @HFWOdisha@MoHFW_INDIA https://t.co/HZnFRytOxZ
— PIB in Odisha (@PIBBhubaneswar) March 18, 2020
ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ବକ୍ତବ୍ୟରେ କୋଭିଡ-୧୯ ସହ ଜଡ଼ିତ ବିଭିନ୍ନ ବିଷୟ ଓ ଏହାର ମୁକାବିଲା ସମ୍ପର୍କରେ ମତ ରଖିବେ ।
Comments are closed.