Latest Odisha News

BREAKING NEWS

ସନ୍ଧ୍ୟା ୮ଟା, ମାର୍ଚ୍ଚ ୧୯ ଗୁରୁବାର ରାଷ୍ଟ୍ରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୧୯ ତାରିଖ ଗୁରୁବାର ଦିନ ସନ୍ଧ୍ୟା ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ।

ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ବକ୍ତବ୍ୟରେ କୋଭିଡ-୧୯ ସହ ଜଡ଼ିତ ବିଭିନ୍ନ ବିଷୟ ଓ ଏହାର ମୁକାବିଲା ସମ୍ପର୍କରେ ମତ ରଖିବେ ।

Leave A Reply

Your email address will not be published.