ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହା ଏକ ଶୁଭ ଲକ୍ଷଣ ବୋଲି ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା କରିବା ବେଳେ କହିଛନ୍ତି । ଏଥିସହ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ଯେଉଁମାନେ ଏ ଦିଗରେ କାମ କରୁଛନ୍ତି ସେମାନଙ୍କୁ ନବୀନ ଧନ୍ୟବାଦ ଦେଇଛନ୍ତି ।
ସେ ଆହୁରି କହିଛନ୍ତି ଯେ, ତାଲାବନ୍ଦ ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଜାରି ରହିବ ବୋଲି ନବୀନ କହିଛନ୍ତି । ଏହା ସହିତ ଘରୋଇ ହିଂସା ଉପରେ ନଜର ରଖିବେ ଡିଜିପି ଏବଂ ଅଭ୍ୟାସଗତ ଅପରାଧୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- Ama Bus:ପୁଣି ଆମ ବସ୍ ଧକ୍କାରେ ଗଲା ଜୀବନ, ବାଇକ୍ ଆରୋହୀ ଯୁବକଙ୍କ ମୃତ୍ୟୁ
- ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ; ଶେଷ ସନ୍ଧ୍ୟାରେ ଯୋଗ ଦେଲେ ରାଜ୍ୟପାଳ
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
Comments are closed.