ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହା ଏକ ଶୁଭ ଲକ୍ଷଣ ବୋଲି ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା କରିବା ବେଳେ କହିଛନ୍ତି । ଏଥିସହ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ଯେଉଁମାନେ ଏ ଦିଗରେ କାମ କରୁଛନ୍ତି ସେମାନଙ୍କୁ ନବୀନ ଧନ୍ୟବାଦ ଦେଇଛନ୍ତି ।
ସେ ଆହୁରି କହିଛନ୍ତି ଯେ, ତାଲାବନ୍ଦ ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଜାରି ରହିବ ବୋଲି ନବୀନ କହିଛନ୍ତି । ଏହା ସହିତ ଘରୋଇ ହିଂସା ଉପରେ ନଜର ରଖିବେ ଡିଜିପି ଏବଂ ଅଭ୍ୟାସଗତ ଅପରାଧୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ପରୀକ୍ଷାରେ ChatGPTର ବ୍ୟବହାର, ଧରାପଡି ଛାତ୍ରଙ୍କ ଆତ୍ମହତ୍ୟା, କ୍ୟାମ୍ପସ୍ରେ ବିକ୍ଷୋଭ
- ନାଇଜର ହଷ୍ଟେଲ୍ ଛାତରୁ ପଡି ଛାତ୍ର ମୃତ
- WB By-polls: ଉପନିର୍ବାଚନ ପୂର୍ବରୁ ସାୟୋନୀଙ୍କ ବଡ ବୟାନ! ବଢ଼ିଲା ରାଜନୈତିକ ତାତି…
- Dengue Vaccine: ଡେଙ୍ଗୁକୁ ଟକ୍କର ଦେବ ଟିକା! ଭାରତକୁ ଆସୁଛି QDENGA, ଜାଣନ୍ତୁ କେତେ ପ୍ରଭାବୀ…
- ପିଲାଙ୍କ ପାଇଁ ବିପଦ କୁକୁର, ୬ ମାସର ଶିଶୁକୁ ଝୁଣି ପକାଇଲା ପିଟବୁଲ୍…
- ବିନା ଅନୁମତିରେ ଗଛ କାଟ୍ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ଫରେଷ୍ଟର ନିଲମ୍ବିତ
- ମିଡ୍- ଡେ ମିଲରେ ଚିକେନ୍ ବିରିଆନୀ: ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଯୋଜନା
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନିଆଁରେ ପୋଡ଼ି ହୋଇ ୫ ଶିଶୁ ଗୁରୁତର
- ନୂଆ ବିଲ୍ ଉପରେ ଟ୍ରମ୍ପଙ୍କ ମୋହର, ଭାରତ-ଚୀନ୍ ଉପରେ ଲାଗିପାରେ ୧୦୦% ଶୁଳ୍କ
- କୁନୋରେ ସଫଳ ହେଉଛି ‘ଚିତା ପ୍ରକଳ୍ପ’; ୪ ଶାବକ ଜନ୍ମ

Comments are closed.