Latest Odisha News

BREAKING NEWS

ଆଜି ଅନୁଷ୍ଠିତ ହେବ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଦିନ ଲୋକସେବା ଭବନରେ ଅନୁଷ୍ଠିତ ହେବାକୁ ଯାଉଛି ମନ୍ତ୍ରୀ ପରିଷଦ ବୈଠକ ।

ଏହି ବୈଠକରେ୨୦୧୯-୨୦ ଆର୍ଥୀକ ବର୍ଷ ଲାଗି ଅତିରିକ୍ତ ବଜେଟ୍ ବ୍ୟୟ ବରାଦକୁ ମନ୍ତ୍ରୀ ପରିଷଦର ମଞ୍ଜୁରୀ ମିଳିପାରେ ।

ସୂଚନାଯୋଗ୍ୟ, ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହାର ପ୍ରଥମ ଦିନରେ ଗୃହରେ ଅତିରିକ୍ତ ବଜେଟ୍ ଆଗତ ହେବାନେଇ ସୂତ୍ରରୁ ପ୍ରକାଶ।

Leave A Reply

Your email address will not be published.