ଯାଜପୁର : ପୌର ନିର୍ବାଚନକୁ କେନ୍ଦ୍ର କରି ପ୍ରାର୍ଥୀଙ୍କୁ କରାଯାଉଛି ଅପହରଣ । ଯାଜପୁର ପୌରପାଳିକାର ୧୧ ନମ୍ବର ୱାର୍ଡ କଂଗ୍ରେସ ପ୍ରାର୍ଥୀନୀ କବିରନ ବିବିଙ୍କୁ ଅପହରଣ କରିନିଆଯାଇଥିବା ଅଭିଯୋଗ ଆଣିଛନ୍ତି ତାଙ୍କ ପୁଅ ଜଲାଲୋ ଖାନ୍ । ୯ ତାରିଖ ସଂଧ୍ୟା ବେଳଠାରୁ ମାଙ୍କୁ କଂଗ୍ରେସ ନେତାମାନେ ଘରୁ ନେଇଗଲେଣି ।ହେଲେ ଏପର୍ଯ୍ୟନ୍ତ ମା ଘରକୁ ଫେରିନାହାନ୍ତି ବୋଲି ଅଭିଯୋଗ ଆଣିଛନ୍ତି ପୁଅ । ତୁରନ୍ତ ମାଙ୍କୁ ଖୋଜି ଆଣିବା ସହ ଦୋଷୀ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ନିକଟରେ ଦାବି କରିଛନ୍ତି ପୁଅ ଜଲାଲୋ ଖାନ୍ ।
BREAKING NEWS
- ଅଜରବଇଜାନରେ ସ୍କୁଲ ଏବଂ ଶିକ୍ଷାନୁଷ୍ଠାନରେ ହିଜାବ ଉପରେ କଟକଣା
- ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ, ଉପକୃତ ହେବେ ୧,୬୦୮ ପରିବାର
- ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ କଟକଣା, ୬ ଦିନ ଯାଏଁ ବନ୍ଦ ରହିବ ଏହି ସବୁ ରାସ୍ତା
- ଅଡ଼ୁଆରେ ଅଭିନେତା ଇମ୍ରାନ ଖାନ; ‘ଲୁକ୍ ଆଉଟ୍ ସର୍କୁଲାର୍’ ଜାରି କରିବାକୁ ବିଜେପି ନେତାଙ୍କ ଦାବି
- ରଣଜୀ ଟ୍ରଫି: ବାଦଲଙ୍କ ପ୍ରଥମ ଥର ପାଇଁ ୫ ୱିକେଟ୍ ସଫଳତା, କିନ୍ତୁ ଗୁଜରାଟ ବିପକ୍ଷରେ ସଙ୍କଟରେ ଓଡ଼ିଶା
- ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର କ୍ୟାପ୍ଟେନ୍ ହୋଇପାରନ୍ତି ରୋହିତ ଶର୍ମା, ଜାଣନ୍ତୁ କାରଣ
- ନୂଆ IPL ପୂର୍ବରୁ ମାଷ୍ଟରଷ୍ଟ୍ରୋକ୍, ଦିଲ୍ଲୀ କ୍ୟାପିଟାଲ୍ସରେ ଯୁବରାଜ
- Smartphone Scrolling: ଅଧ୍ୟୟନରୁ ଲୁକ୍କାୟିତ ସମସ୍ୟା
- ଗୋଟିଏ ଓଭରରେ ୫ଟି ୱିକେଟ ନେଲେ ଦକ୍ଷିଣ ଆଫ୍ରିକାର ଏହି ବୋଲର
- ଐତିହାସିକ ବାଲିଯାତ୍ରାରେ ପ୍ଲାଷ୍ଟିକ୍ ବ୍ୟବହାରକୁ ନା, ନିୟମ ଭାଙ୍ଗିଲେ ଗଣିବାକୁ ପଡ଼ିବ ଜରିମାନା

Comments are closed.