ଯାଜପୁର: ବାଇକକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଦମ୍ପତି ମୃତ । ୮ ବର୍ଷର ଝିଅ ଗୁରୁତର ହୋଇଛି । ଯାଜପୁର ଜିଲ୍ଲା ଧର୍ମଶାଳା ଦେଇ ଯାଇଥିବା ୧୬ ନମ୍ୱର ଜାତୀୟ ରାଜପଥର ନେଉଳପୁର ନିକଟରେ ଏହି ଦୁର୍ଘଟଣା ଘଟିଛି । ବାଇକରେ ସ୍ୱାମୀ-ସ୍ତ୍ରୀ ଓ ଝିଅ ଯାଉଥିବା ବେଳେ ଧକ୍କା ଦେଇଥିଲା ଟ୍ରକ । ଦମ୍ପତି ପ୍ରାଣ ହରାଇଥିବା ବେଳେ ଜୀବନ ସହ ସଂଗ୍ରାମ କରୁଛି ୮ ବର୍ଷର କୁନି ଝିଅ । ତାକୁ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ପରିଚୟ ମିଳି ପାରି ନାହିଁ । ଏହି ଘଟଣା ପରେ ଉତ୍ୟକ୍ତ ଲୋକ ନେଉଳପୁରଠାରେ ରାସ୍ତାରୋକ କରିଛନ୍ତି ।
BREAKING NEWS
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
- ଆଳୁ ଦର ୧୨ ଟଙ୍କାରୁ ଅଧିକ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ
- Explosion: ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ; ନାବାଳକ ସମେତ ୬ ଜଣ ଗୁରୁତର
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
- New Horror Thriller Film: ୧୨୦ ମିନିଟର ଏକ ହରର-ଥ୍ରୀଲର ଏହି ଫିଲ୍ମ, ଥରି ଉଠିବ ଛାତି…
- ଅବକାରୀ ବିଭାଗର ନୂଆ ଗାଇଡଲାଇନ; ବେଳାଭୂମିରେ ମଦ ବିକିପାରିବ ଓଟିଡିସି..
- LPG ଗୁଜବକୁ ନେଇ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ
Comments are closed.