ଭୁବନେଶ୍ୱର:ପ୍ରଯୋଜକ ଟୁଟୁ ନାୟକଙ୍କ ମିଳିଲାନି ଜାମିନ । ପରବର୍ତ୍ତୀ ଶୁଣାଣି ଆସନ୍ତା ୮ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ୮ ତାରିଖରେ ଏସଡିଜିଏମ କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ । ସେ ପର୍ଯ୍ୟନ୍ତ ଟୁଟୁ ନାୟକ ଜେଲରେ ରହିବେ ।
ଟୁଟୁ ନାୟକଙ୍କ ଜାମିନ ଆବେଦନ ଉପରେ ଶନିବାର ଶୁଣାଣି ହୋଇଥିଲା । ହେଲେ ରାୟକୁ ସଂରକ୍ଷିତ ରଖିଥିଲେ କୋର୍ଟ ।
ସୂଚନାଥାଉ କି, ସାମ୍ବାଦିକାଙ୍କୁ ମାଡ ମାରିବା ଘଟଣା ନେଇ ଟୁଟୁ ନାୟକଙ୍କୁ ଗିରଫ କରିଥିଲା ପୋଲିସ । ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା
BREAKING NEWS
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ

Comments are closed.