Latest Odisha News

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

ଭୁବନେଶ୍ବର: ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଅନ୍ତରୀଣ ଜାମିନ । ପ୍ରଶାନ୍ତ ଜଗଦ୍ଦେବଙ୍କୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ । ଜଗଦ୍ଦେବଙ୍କୁ ଅଦାଲତ ତିନିଦିନିଆ ଜାମିନ ପ୍ରଦାନ କରିଛନ୍ତି। ଜୁନ ୯, ୧୦ ଏବଂ ୧୧ ତାରିଖ ଯାଏଁ ଖୋର୍ଦ୍ଧା ବିଧାୟକଙ୍କୁ ଜାମିନ ଦେଇଛନ୍ତି ଅଦାଲତ ।

ସୂଚନା ଥାଉକି, ବୁଥ୍ ଭଙ୍ଗାରୁଜା ଅଭିଯୋଗରେ ଗିରଫ ହୋଇଥଇଲେ ପ୍ରଶାନ୍ତ । ଗତ ୨୫ ତାରିଖରେ ବୋଲଗଡ଼ ବ୍ଲକ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗା ଭଙ୍ଗାରୁଜା ନେଇ ପୋଲିସ ପ୍ରଶାନ୍ତଙ୍କୁ ଗିରଫ କରି ଜେଲ୍ ପଠାଇଥିଲା ।

Leave A Reply

Your email address will not be published.