ବ୍ରହ୍ମପୁର : ବ୍ରହ୍ମପୁର ସୁମିତ୍ ଓ ତପସ୍ୱିନୀ ବିବାହ ବିବାଦ ମାମଲ।ର ଆସିଲା ରାୟ । ସୁମିତଙ୍କ ଘରେ ରହିବେ ତପସ୍ୱିନୀ । ସୁମିତଙ୍କ ସହ ବ୍ରହ୍ମାନଗର ଘରେ ରହିବେ ତପସ୍ୱିନୀ । ଏନେଇ ବ୍ରହ୍ମପୁର ଜିଲ୍ଲା ଦୌରା ଜଜ୍ ଏହି ରାୟ ଶୁଣାଇଛନ୍ତି । ମାସିକ ଡିମ୍ପଲଙ୍କୁ ଖର୍ଚ୍ଚ ବାବଦରେ ୧୭ ହଜାର ଟଙ୍କା ଦେବେ ସୁମିତ୍ । ଦୀର୍ଘ ଦିନ ହେଲା ଧାରଣାରେ ବସିଥିଲେ ତପସ୍ୱିନୀ । ଶେଷରେ କୋର୍ଟ ଆଜି ରାୟ ଶୁଣାଇଛନ୍ତି । ତପସ୍ୱିନୀ ଦୀର୍ଘ ୪୪ ଦିନ ଧରି ଦେଇଥିବା ଧାରଣାର ଆଜି ପୂର୍ଣ୍ଣଚ୍ଛେଦ ପଡିଛି ।
BREAKING NEWS
- କୋରାପୁଟ ଗସ୍ତରେ ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସୁନାବେଡ଼ା HAL ୟୁନିଟ୍ କରିବେ ପରିଦର୍ଶନ
- ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତ ଗିରଫ ହେବା ନେଇ ପ୍ରତିଶ୍ରୁତି ଦେଲେ ଯାଜପୁର ଏସପି
- ମଣିଷ-କୁମ୍ଭୀର ଲଢ଼େଇ; ମରଣ ମୁହଁରୁ ଯୁବକଙ୍କୁ ବଞ୍ଚାଇଲେ ଦୁଇ ଭାଇ
- ଭିଜିଲାନ୍ସ ପଞ୍ଝାରେ ମୟୁରଭଞ୍ଜ ପୂର୍ତ୍ତ ବିଭାଗ AEE
- ଫ୍ଲାଇଦୁବାଇ ହାଇଜାକର ଅଲ୍ ହମାମୀର ବିସ୍ଫୋରକ ସ୍ଵୀକାରୋକ୍ତି; ମୁଁ ମରିବାକୁ ଡରେ ନାହିଁ…
- ଗହୀରମଥାରେ ବେଆଇନ ମାଛଧରା; ୭ ମତ୍ସ୍ୟଜୀବୀ ଗିରଫ
- ‘ଇସ୍ତଫା ଦେବାର କୌଣସି ଅର୍ଥ ନାହିଁ’ : ଟି-୨୦ ଅଧିନାୟକ ପଦରୁ ଓହରିବେ ନାହିଁ ଲିଟନ ଦାସ
- ଭାରତୀୟ କମ୍ପାନୀ ଉପରେ ଋଷର ଡ୍ରୋନ ଆକ୍ରମଣ, ଜଣେ ମୃତ
- ଫ୍ଲାଇଦୁବାଇ ବିମାନ ୯/୧୧ ଶୈଳୀରେ ତେଲ୍ ଆଭିଭ୍ର ଅଟ୍ଟାଳିକାରେ ବିମାନ ପିଟିବାକୁ ଯୋଜନା କରିଥିଲା କୋ-ପାଇଲଟ୍
- ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ:ମୁଖ୍ୟମନ୍ତ୍ରୀ

Comments are closed.