Latest Odisha News

BREAKING NEWS

କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ଦେହାନ୍ତ

ଭୁବନେଶ୍ୱର: କରୋନା ସଂକ୍ରମଣରେ ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ସମ୍ପୃକ୍ତ ସାମ୍ବାଦିକ ଜଣକ ହେଉଛନ୍ତି ଅନୁଗୁଳ ଜିଲ୍ଲାର ଜି ଓଡ଼ିଶା ପ୍ରତିନିଧି ରଘୁନାଥ ସାହୁ।

BjdElectrycity

ସେ ଶୁକ୍ରବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ସୂଚନାନୁସାରେ, ସେ ଗତ କିଛି ଦିନ ପୂର୍ବରୁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ପରେ ସମ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।

ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ କରୋନା ସଂକ୍ରମଣରେ ଓଡିଶାରେ ଅତି କମରେ ୩୨ ଜଣ ସାମ୍ବାଦିକଙ୍କ ଜୀବନ ଯାଇଛି।

Leave A Reply

Your email address will not be published.