Latest Odisha News

BREAKING NEWS

ସାରା ଓଡିଶାକୁ ଲକଡାଉନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: କରୋନାଭାଇରସ ବିସ୍ତାରକୁ ରୋକିବା ଲାଗି ରାଜ୍ୟର କିଛି ଜିଲ୍ଲାରେ ଲକଡାଉନ ଜାରି ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ସାରା ଓଡ଼ିଶାକୁ ଲକଡାଉନ ଘୋଷଣା କରିଛନ୍ତି ।

ପ୍ରାପ୍ତ ସୂଚନାନୁଯାୟୀ ଆଜି ସକାଳେ ମୁଖ୍ୟ ସଚିବ ଅସିତ ତ୍ରୀପାଠିଙ୍କ ନେତୃତ୍ୱରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି ।

ଯାହା ମାର୍ଚ୍ଚ ୨୯ ତାରିଖ ଯାଏଁ ଚାଲିବ ବୋଲି ସୂଚନା ମିଳିଛି ।ଯାହା ମାର୍ଚ୍ଚ ୨୯ ତାରିଖ ଯାଏଁ ଚାଲିବ ବୋଲି କୋଭିଡ-୧୯ର ମୁଖ୍ୟ ମୁଖପାତ୍ର ସୁବତ୍ର ବାଗଚି ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି।

Comments are closed.