ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକା ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ । କରୋନା ପ୍ରଭାବ ସର୍ବାଧିକ ଆମେରିକାରେ ହିଁ ରହିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଦେଇଥିବା ସଦ୍ୟତମ ରିପୋର୍ଟ ଅନୁଯାୟୀ ଆମେରିକାରେ ଏପର୍ଯ୍ୟନ୍ତ ୬୭୮,୨୧୦ ଲୋକ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୩୪,୬୪୧ ଜଣ ପ୍ରାଣ ହରାଇଲେଣି ।
ସାରା ବିଶ୍ୱରେ ୨୧ ଲକ୍ଷରୁ ଉର୍ଦ୍ଧ୍ବ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ବେଳେ। ମୋଟ ୧ ଲକ୍ଷ ୪୬ ହଜାର ୮୪୧ ଜଣ ଲୋକଙ୍କ ମୃତ୍ୟୁ ହୋଇଛି ।
Comments are closed.