କଟକ: ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଚିକିତ୍ସାଳୟ ରେ ଅଭିଜ୍ଞ ଡାକ୍ତର ନିୟୋଜିତ କରିବାକୁ ହାଇକୋର୍ଟ ଙ୍କ ନିର୍ଦ୍ଧେଶ। କୋରନା ରୋଗୀ ଙ୍କୁ ଚିକିତ୍ସା କରୁଥିବା ସମସ୍ତ ଡାକ୍ତର ମାନଙ୍କ ସୁରକ୍ଷା ପାଇଁ ଆବଶ୍ୟକୀୟ ସରଞ୍ଜାମ ଯୋଗାଇବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବ ଓ ଡିଏମଇଟି ଙ୍କୁ ନିର୍ଦ୍ଧେଶ ଦେଇଛନ୍ତି ହାଇକୋର୍ଟ ।
ନିହାତି ଆବଶ୍ୟକ ନଥିଲେ ଡାକ୍ତରଙ୍କୁ ଛୁଟି ନଦେବାକୁ ନିର୍ଦ୍ଧେଶ ଦେଇଛନ୍ତି କୋର୍ଟ । ସେହିପରି ରୋଗୀ ଓ ରୋଗୀ ସମ୍ପର୍କୀୟଙ୍କୁ ବାଟରେ ନ ଅଟକାଇବାକୁ ପୋଲିସ ବିଭାଗଙ୍କୁ ନିର୍ଦ୍ଧେଶ ଦେଇଛନ୍ତି ହାଇକୋର୍ଟ । ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି କାର୍ୟ୍ୟକାରି ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଓ ଜଷ୍ଟିସ ବିଶ୍ୱନାଥ ରଥ ଙ୍କ ଖଣ୍ଡପୀଠ ଏହି ନିର୍ଦ୍ଧେଶ ଦେଇଛନ୍ତି ।
BREAKING NEWS
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ

Comments are closed.