ପୁରୀ: ପୁୂଣି ପୁରୀକୁ ଫେରିଲା କଣ୍ଟେନମେଣ୍ଟଜୋନ୍ । ପୁରୀ ସହରକୁ ଫେରିଲା ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍। ୧୧ନମ୍ବର ୱାର୍ଡରେ ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା। ଏକ ହୋଟେଲର ୨ ଜଣ କର୍ମଚାରୀ ଓ ଜଣେ ପର୍ଯ୍ୟଟକ ଓମିକ୍ରନ ଚିହ୍ନଟ ପରେ ନିଆଯାଇଛି ପଦକ୍ଷେପ। ହୋଟେଲ ସଂଲଗ୍ନ ଅଞ୍ଚଳରେ ଏହି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ହୋଟେଲର ସମସ୍ତ ଅଞ୍ଚଳରେ ଯାତାୟତ ବନ୍ଦ କରିଦିଆଯାଇଛି।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.