ପୁରୀ: ପୁୂଣି ପୁରୀକୁ ଫେରିଲା କଣ୍ଟେନମେଣ୍ଟଜୋନ୍ । ପୁରୀ ସହରକୁ ଫେରିଲା ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍। ୧୧ନମ୍ବର ୱାର୍ଡରେ ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା। ଏକ ହୋଟେଲର ୨ ଜଣ କର୍ମଚାରୀ ଓ ଜଣେ ପର୍ଯ୍ୟଟକ ଓମିକ୍ରନ ଚିହ୍ନଟ ପରେ ନିଆଯାଇଛି ପଦକ୍ଷେପ। ହୋଟେଲ ସଂଲଗ୍ନ ଅଞ୍ଚଳରେ ଏହି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ହୋଟେଲର ସମସ୍ତ ଅଞ୍ଚଳରେ ଯାତାୟତ ବନ୍ଦ କରିଦିଆଯାଇଛି।
BREAKING NEWS
- ପଞ୍ଚଭୂତରେ ଲୀନ ହେଲେ ପ୍ରଖ୍ୟାତ ଅଭିନେତା ନାନା ପାଟେକର
- ଦଶହରାରେ ଲଘୁଚାପ ଆଶଙ୍କା: ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଛାତ୍ର ସଂସଦ ନିର୍ବାଚନ କାଉଣ୍ଟଡାଉନ, ଆଜି ଦାଖଲ ହେବ ପ୍ରାର୍ଥିପତ୍ର
- ଆମେରିକାରେ ବଡ଼ କାର୍ଯ୍ୟାନୁଷ୍ଠାନ: ଇନ୍ଫୋସିସ୍, ଟିସିଏସ୍ ଓ ୱିପ୍ରୋ ସହ ୮ଟି ପ୍ରମୁଖ ଆଇଟି କମ୍ପାନୀର ଗ୍ରୀନ୍ କାର୍ଡ ପ୍ରକ୍ରିୟା ନିଲମ୍ବିତ
- Satellite Internet Rules: ଏଲନ୍ ମସ୍କଙ୍କୁ ଭାରତ ସରକାରଙ୍କ ସିଧାସଳଖ ଜବାବ, “ନିୟମ ସମସ୍ତଙ୍କ ପାଇଁ ସମାନ”
- ଜଳିଗଲା ଆମ୍ବୁଲାନ୍ସ;ରୋଗୀ ମୃତ,୨ ଗୁରୁତର
- ଅଲବିଦା ନାନା ପାଟେକର; ୩୫ ଟଙ୍କାରୁ କୋଟି କୋଟି ଟଙ୍କା ଆୟ, ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ…
- ABADHA scheme:ଅବଢ଼ା ଯୋଜନା:ଅତିରିକ୍ତ ୧୦୧ କୋଟି ଟଙ୍କା ବ୍ୟୟବରାଦ
- ପୁଅ ଝିଅ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ !
- ୧୩୦ ଡେସିବେଲ୍ର ଚିତ୍କାର ! ଏହି ପକ୍ଷୀଙ୍କ ଆବାଜ୍ ଆଗରେ ଫିକା ପଡ଼ିଗଲେ ଅନ୍ୟ ସମସ୍ତ ଚଢ଼େଇ

Comments are closed.