ଦିଲ୍ଲୀ : ଦେଶରେ କମୁଛି ସଂକ୍ରମଣ ।୨୩୦ ଦିନରେ ସର୍ବନିମ୍ନ ସଂକ୍ରମଣ।୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ୧୩ ହଜାର ୫୯୬। ୨୪ ଘଣ୍ଟାରେ ୧୬୬ ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ। ଆକ୍ଟିଭ କେସ୍ ରହିଛି ୧ ଲକ୍ଷ ୮୯ ହଜାର ୬୯୪ ଜଣ। ଦେଶରୁ ଅଧିକ ଅଧିକ ମାମଲା କେରଳରୁ ଆସୁଥିଲା। ହେଲେ ଏବେ କେରଳରେ କରୋନା ସଂକ୍ରମଣ କମୁଛି। କରୋନା ସୁସ୍ଥ ହାର ୯୮.୧୨ ପ୍ରତିଶତ ରହିଛି। ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୧୯ ହଜାର ୫୮୨ ଜଣ। ସ୍ୱାସ୍ଥ୍ୟମନ୍ତ୍ରାଳୟ ସୂଚନା ଅନୁସାରେ ଗତକାଲି ୯୭,୭୯,୪୭,୭୮୩ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଆଇସିଏମଆର ପକ୍ଷରୁ ସୂଚନା ମିଳିଛି କି ଭୁତାଣୁ ଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୧୭ ସୁଦ୍ଧା ସମୁଦାୟ ୫୯,୧୯,୨୪,୮୭୪ ହିତାଧିକାରୀଙ୍କୁ ପରୀକ୍ଷା କରାଯାଇଛି।
BREAKING NEWS
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
Comments are closed.