ସେହିପରି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଭାରତରେ ୩୦ ତାରିଖ ସନ୍ଧ୍ୟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩, ୩୬୨ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୧,୦୮୨ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୮,୫୨୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଅଧିକ ପଢନ୍ତୁ – ଟ୍ୱିନ୍ ସିଟି ପାଇଁ ନୂଆ ଗାଇଡ୍‌ଲାଇନ୍‌: ସାମାଜିକ ଦୂରତା ନରଖିଲେ ୫ଶହ ଟଙ୍କା ଫାଇନ୍‌

ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୩୬,୨୯୬ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୨,୨୮,୬୧୧ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୧୦,୦୮୦ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।