ଭୁବନେଶ୍ୱର: ଓଡ଼ିଶାରେ ଶନିବାର ଦିନ ୧୧ଟା ୩୦ମି. ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯୭୭ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।
ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୩,୪୯୧ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୪,୯୮୦ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୮୨,୬୨୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ଅଧିକ ପଢନ୍ତୁ- ଓଡ଼ିଶାରେ ୯୬ ନୂଆ କରୋନା ପଜିଟିଭଙ୍କ ସହ ୧୮୦୦ ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା
ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦,୩୪,୬୬୭ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୩,୬୬,୮୯୬ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୨୬,୬୧,୨୫୭ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.