Latest Odisha News

BREAKING NEWS

କରୋନା ଅପଡ଼େଟ୍‌: ଭାରତ, ଓଡ଼ିଶା ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସକାଳେ ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୩୧,୪୫୪ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୧,୯୭, ୨୯୭ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୮,୦୬,୮୯୪ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।

ଭାରତରେ ୨୫ ତାରିଖ ସକାଳ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୫୦୬ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୭୭୫ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୫୦୬୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ରେ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ଜଣ ଆରୋଗ୍ୟ ଲାଭ କରିଥିବା ନେଇ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।

Leave A Reply

Your email address will not be published.