ଭୁବନେଶ୍ୱର: ସାରା ରାଜ୍ୟରେ ବନ୍ଦ ରହିବ ଆହାର କେନ୍ଦ୍ର । କରୋନା ମୁକାବିଲା ନେଇ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଥିବା ସମସ୍ତ ଆହାର କେନ୍ଦ୍ର ଗୁଡିକ ଆସନ୍ତା ୨୯ ମାର୍ଚ୍ଚ ରାତି ୯ଟା ଯାଏଁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ତେବେ କେବଳ ହସ୍ପିଟାଲ ପରିସରରେ ଥିବା ଆହାର କେନ୍ଦ୍ରଗୁଡିକ ଖୋଲା ରହିବ । ଏନେଇ ମଙ୍ଗଳବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଏଥିସହ ମାର୍ଚ୍ଚ ୨୪ରୁ ୨୯ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସର୍ବସାଧାରଣ ପାର୍କକୁ ସମ୍ପୂର୍ଣ୍ଣ ମଧ୍ୟ ବନ୍ଦ ରଖିବାକୁ କୁହାଯାଇଛି । ଏନେଇ ଅତିରିକ୍ତ ସଚିବ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି ।
BREAKING NEWS
- ଦିନିକିଆ ବିଶ୍ୱକପ: ସାମୀଙ୍କ ପରେ ବରୁଣଙ୍କୁ ସୁଯୋଗ ନ ମିିଳିପାରେ
- ଚୋର ସହ ଠେଲାପେଲା ବେଳେ ଛାତରୁ ପଡି ଯୁବକ ମୃତ
- ଅହାନଙ୍କ ସହ ନୂଆ ଫିଲ୍ମର ଶୁଟିଂ ଆରମ୍ଭ କଲେ ଅଲୀ ଅବାସ ଜାଫର
- ଭୟଙ୍କର ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ; ୫ ମୃତ, ୪ ପୋଲିସକର୍ମୀ ଗୁରୁତର
- ସରକାରୀ ଖଜଣାରୁ ୩ କୋଟି ୬୭ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ, ୨ ଗିରଫ
- Malda Hostage Case:ବିମାନବନ୍ଦରରୁ ମାଲଦା ହିଂସାର ‘ମାଷ୍ଟରମାଇଣ୍ଡ’ AIMIM ନେତା ଗିରଫ, ଅନ୍ୟ ୩୫ ଜଣ ମଧ୍ୟ ବନ୍ଧା ହେଲେ
- ମିଛ କହିବା ଦ୍ୱାରା ଗରମ ହୁଏ ଶରୀରର ଏହି ଅଂଶ, ଜାଣନ୍ତୁ ଏହା ପଛର ରହସ୍ୟ..
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
- ଆଳୁ ଦର ୧୨ ଟଙ୍କାରୁ ଅଧିକ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ
Comments are closed.