ଭୁବନେଶ୍ୱର: କରୋନା ମୁକାବିଳା ପାଇଁ ଚାରିଆଡେ ଜାରି ରହିଛି ସଂଘର୍ଷ । ରାଜ୍ୟ ସରକାର ମଧ୍ୟ ଜୋର୍ସୋର ପ୍ରସ୍ତୁତି ଚଲାଇଛନ୍ତି । ଏହାରି ଭିତରେ ପିଡିଏସ୍ ଯୋଗାଣ ଓ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବା ନେଇ ଯୋଗାଣ ବିଭାଗର ତତ୍ପରତା ପ୍ରକାଶ ପାଇଛି । ଏଯାଏଁ ୩୦ ପ୍ରତିଶତ ହିତାଧିକାରୀଙ୍କ ଘରେ ପିଡିଏସ୍ ସାମଗ୍ରୀ ପହଂଚି ସାରିଲାଣି । ୧୦ ଦିନ ଭିତରେ ସବୁ ହିତାଧିକାରୀଙ୍କ ଘରେ ପିଡିଏସ୍ ସାମଗ୍ରୀ ପହଂଚି ବୋଲିି ରାଜ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ।
ଏଥିସହ ସେ ଆହୁରି କହିଛନ୍ତି ଯେ, ମାସେ ଯାଏଁ ଆମ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରହିଛି । କଳାବଜାରୀ ଉପରେ ବିଭାଗ କଡା ନଜର ରହିଛି ବୋଲି ସେ କହିଛନ୍ତି । ଏଭଳି ବିପର୍ଯ୍ୟୟ ସମୟରେ ସମବାୟ ବିଭାଗର କୋପରେଟିଭି ସଂସ୍ଥା ସିଏମ୍ଆର୍ଏଫ୍କୁ ଅନେକ ସଂସ୍ଥା ସହାୟତାର ହାତ ବଢ଼ାଇଛନ୍ତି ।
କଟକ ସେଂଟ୍ରାଲ କୋଅପରେଟିଭ ସଂସ୍ଥା ୫ କୋଟି ୩ ଲକ୍ଷ ସମବାୟ ବିଭାଗକୁ ଦେଇଛି । ସେହପରି ଭବାନୀପଟାଣା କୋପରେଟିଭ ସଂସ୍ଥା ୫ ଲକ୍ଷ ଓ ବଲାଙ୍ଗିର କୋପରେଟିଭି ସଂସ୍ଥା ୫ଲକ୍ଷ ଦେଇଛନ୍ତି ।
BREAKING NEWS
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ

Comments are closed.