Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ୬୬୯ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୬୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୩,୧୯,୧୦୩ଟି କରୋନା ମାମଲା ରହିଥିବା ବେଳେ ମୋଟ୍ ୩,୧୨,୭୩୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୭୪୪ ଜଣ ମୃତ୍ୟୁ ବରଣ କରିଛନ୍ତି।

Leave A Reply

Your email address will not be published.