ଭୁବନେଶ୍ୱର: କରୋନା ପାଇଁ ଖୋଲିଲା ୨୪ ଘଂଟିଆ କଂଟ୍ରୋଲ ରୁମ୍ । ରାଜ୍ୟ ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି କଣ୍ଟ୍ରୋଲ ରୁମ୍ ଖୋଲା ଯାଇଛି । ଆଇପିଏସ୍ ଅମିତାଭ ଠାକୁର ଏହାର ପରିଚାଳନା ଦାୟିତ୍ୱରେ ରହିବେ । ଆଜି ଠାରୁ ହିଁ ଏହି କଣ୍ଟ୍ରୋଲ ରୁମ୍ କାର୍ଯ୍ୟକାରୀ ହୋଇଛି ।
ଲୋକସେବା ଭବନରେ ଆୟୋଜିତ ବୈଠକରେ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ମହାମାରୀ କରୋନାର ପ୍ରକୋପ ରୋକିବା ପାଇଁ ତାଲା ବନ୍ଦର ନିଷ୍ପତ୍ତି ନିଆଯାଇଛି । ଏହି ସମୟରେ ଉପୁଜିଥିବା ସମସ୍ୟ ସମ୍ପର୍କରେ ଲୋକ ଏହି କଣ୍ଟ୍ରୋଲ ରୁମ୍କୁ ଫୋନ କରି ଜଣାଇପାରିବେ । ଏଥିପାଇଁ ଗୃହ ବିଭାଗ ପକ୍ଷରୁ ୦୬୭୪-୨୩୯୨୧୧୫ ଏବଂ ୯୪୩୮୯୧୫୯୮୬ ଦୁଇଟି ଫୋନ୍ ନମ୍ବର ଜାରି କରାଯାଇଛି ।
BREAKING NEWS
- ବିଜେପି ଜାତୀୟ ସଭାପତି ପାଇଁ ନିର୍ବାଚନ ତାରିଖ ଘୋଷଣା…
- ଦଳ ବିରୋଧୀ କାର୍ଯ୍ୟକଳାପ; ବିଜେଡିରୁ ଗଣେଶ୍ୱର ବରାଳ ନିଲମ୍ବିତ
- ଖଣ୍ଡଗିରୀ ମେଳାରେ ଅନ୍ଧବିଶ୍ୱାସକୁ ପ୍ରଶ୍ରୟ ଦିଆଯିବନି, ସନାତନୀ ସଂସ୍କୃତି ନୀତିରେ ଯଜ୍ଞ ହେବ
- Honey Singh Apologises: ଭୁଲ୍ ମାଗିଲେ ହନି ସିଂହ
- ଫିଲ୍ମ ଫ୍ଲପ ହେବା ପରେ ୧୫ କୋଟି ଟଙ୍କା ଫେରାଇଲେ କାର୍ତିକ ଆର୍ଯ୍ୟନ
- ୧ ହଜାର ଷଣ୍ଢଙ୍କୁ ନେଇ ଆରମ୍ଭ ବିବାଦୀୟ ଜଲ୍ଲିକଟ୍ଟୁ…
- India Vs Iran: ଭାରତ ନା ଇରାନ ? ସ୍ୱାଦ, ରଙ୍ଗ ଏବଂ ସୁଗନ୍ଧ ଦୃଷ୍ଟିରୁ କେଉଁ ଦେଶର କେସର ୧ ନମ୍ବର…
- ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ନବୀକରଣ; ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ବିଆଇଟିଏମ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
- ଅଭିନେତା ସାଲମାନ ଖାନ ଓ ହ୍ରିତିକ ରୋଶନଙ୍କ ନାଁରେ ଖାଉଟି ଅଦାଲତରେ ଏତଲା ରୁଜୁ
- ଭାରତକୁ ଧମକ ଦେଲା ଆତଙ୍କବାଦୀ ରୌଫ୍
Comments are closed.