ସମ୍ବଲପୁର: ଆଜିଠୁ ୪ ଦିନ ପାଇଁ ବନ୍ଦ ରହିବ ସମ୍ବଲପୁର ଭିସୁଟ୍ । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଯୋଗୁଁ ଭିସୁଟ୍କୁ ଆଜିଠୁ ମଙ୍ଗଳବାର ଯାଏଁ ବନ୍ଦ ପାଇଁ ଘୋଷଣା କରାଯାଇଛି । ଆଜିଠୁ ଅର୍ଥାତ ଶନିବାର ଓ ରବିବାରକୁ ମିଶାଇ ମଙ୍ଗଳବାର ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖିବାକୁ ଭିସୁଟ୍ କୂଳପତି ଘୋଷଣା କରିଛନ୍ତି । କରୋନା ପଜିଟିଭ ଚିହ୍ନଟ ପରେ ଭିସୁଟ୍ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଥିବା ଜଣାଯାଇଛି । ବିଶୋଧନ କରିବା ପାଇଁ କ୍ୟାମ୍ପସ ବନ୍ଦ ରହିବ ବୋଲି ଜଣାଯାଇଛି।
BREAKING NEWS
- Gang Rape: ଲିଫ୍ଟ ଦେବା ଆଳରେ ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ, ୨ ଗିରଫ
- ପେଟ୍ରୋଲ ରପ୍ତାନି ଉପରେ ରୁଷର କଟକଣା କେତେ ପ୍ରଭାବିତ ହେବ ଭାରତ ?
- ପୁଣି ଉଠିଲା ଏସ୍ସିବି ପ୍ରସଙ୍ଗ, ବିଧାନସଭାରେ ଅଚଳ ଅଚଳାବସ୍ଥା
- ବିଧାନ ପରିଷଦରୁ ଇସ୍ତଫା ଦେଲେ ନୀତିଶ କୁମାର
- ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
- ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଚତୁର୍ଥ ଦଫା ରଥ କାଠ
- Kalbaisakhi Alert: ଆହୁରି ୫ ଦିନ ଯାଏ କାଳବୈଶାଖୀ: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- LPG ସଙ୍କଟ: ପେଟ୍ରୋଲ ପମ୍ପରେ ଉପଲବ୍ଧ ହେବ କିରୋସିନ୍
- ନକଲି ସୁନା ଆମ୍ବ ଦେଖାଇ ଠକି ନେଇଥିଲେ ଲକ୍ଷାଧିକ ଟଙ୍କା;୩ ବର୍ଷ ପରେ ବନ୍ଧାହେଲେ…
- Rahul Arunoday Banerjee Dies: ତାଳସାରୀରେ ସୁଟିଂ ବେଳେ ବଙ୍ଗଳା ଅଭିନେତା ରାହୁଲଙ୍କ ମୃତ୍ୟୁ
Comments are closed.