ଭୁବନେଶ୍ୱର: ୫୫ ନଂ କରୋନା ଆକ୍ରାନ୍ତ ଜଣଙ୍କ ହେଉଛନ୍ତି ଭୁବନେଶ୍ୱର ବମିଖାଲ କଣ୍ଟେନମେଣ୍ଟ ଜୋନର ୩୫ ବର୍ଷୀୟ ଯୁବକ । ସେ ୭, ୮, ୨୨ ଓ ୩୯ ନମ୍ବର କରୋନା ସଂକ୍ରମିତଙ୍କ ପଡ଼ୋଶୀ ବୋଲି ଜଣାପଡ଼ିଛି । ଆଜି ପ୍ରେସମିଟରେ ରାଜ୍ୟ କରୋନା ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ ଏନେଇ ସୂଚନା ଦେଇଛନ୍ତି । ଯୁବକ ଜଣଙ୍କ ମାର୍ଚ୍ଚ ୨୨ରୁ ଘରେ ଥିଲେ । ଗତକାଲି ସର୍ଭେ ବେଳେ ତାଙ୍କ ନମୁନା ନିଆଯାଇଥିଲା ଓ ତାଙ୍କଠାରେ କରୋନାର କୌଣସି ଲକ୍ଷଣ ନଥିଲା । ଆଜି ତାଙ୍କ ନମୁନା ପଜିଟିଭ୍ ଆସିବା ପରେ ତାଙ୍କୁ କିମ୍ସ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।
BREAKING NEWS
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
- ଆଇପିଏଲରୁ ଅବସର କାହିଁକି ନେଲେ କହିଲେ ଅଶ୍ୱୀନ
- ଟି୨୦: ଟିମ ଇଣ୍ଡିଆରେ ସ୍ଥାନ ପାଇବା ପାଇଁ ୮ ଓପନରଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା
- ଉତ୍କଳିକା – କୋଚିନ ଓଡ଼ିଆ ସଂଘ ଦ୍ୱାରା ୧୬ତମ ପ୍ରତିଷ୍ଠା ଦିବସ ଓ ଉତ୍କଳ ଦିବସ ପାଳିତ
- ସିଙ୍ଗାପୁରରେ ପାଳିତ ହେଲା ଉତ୍କଳ ଦିବସ ୨୦୨୬, ମନମୁଗ୍ଧ କଲେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ
- ବାହାର ରାଜ୍ୟର ପୁରୁଣା ବାଣିଜ୍ୟିକ ଗାଡ଼ି ମନା
- LPG ପରି PNG ମଧ୍ୟ ଆମଦାନୀ ଏବଂ ରପ୍ତାନି କରାଯାଇପାରେ କି?
- ରାହୁଲଙ୍କ ମୃତ୍ୟୁ ପାଇଁ ଦାୟୀ କିଏ?
- Rugby Championship: ଆରମ୍ଭ ହେଲା ୬୯ତମ SGFI ରଗବୀ ଚାମ୍ପିଅନସିପ୍; କଳିଙ୍ଗ ଷ୍ଟାଡିୟମରେ ୧୫ ରାଜ୍ୟର ଯୁବ ଖେଳାଳୀ
- ସ୍କୁଲ ହଷ୍ଟେଲରେ ସିନିୟରଙ୍କ ମାଡରେ ୨ ଜୁନିୟର ଛାତ୍ର ଗୁରୁତର
Comments are closed.