Latest Odisha News

BREAKING NEWS

ଓଡ଼ିଶାରେ ୩ ଲକ୍ଷ ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗୋଟିଏ ଦିନରେ ପ୍ରାୟ ୧୩୧୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଯାହାକୁ ମିଶାଇ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୦୦ ହଜାର ୪୭୪ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.