Latest Odisha News

BREAKING NEWS

ଓଡ଼ିଶାରେ ୨.୮ ଲକ୍ଷ ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪୬୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

BjdElectrycity

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୯୪,୪୧୫ କରୋନା ସଂକ୍ରମିତ ମାମଲା ରହିଥିବା ବେଳେ ମୋଟ୍ ୨,୮୦,୫୫୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୩୫୨ ଜଣ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.