Latest Odisha News

BREAKING NEWS

ପୁଣି ବଢ଼ିଲା କରୋନା, ସତର୍କ ହେବା ଜରୁରୀ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କମିବାର ନା ଧରୁନି । ଦିନକୁ ଦିନ ଶହେ ଶହେରେ  ସଂକ୍ରମଣ ବଢ଼ିବାରେ ଲାଗିଛି । 

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୭ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୫୩୨୮କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.