ତିନି ପରେ ପୁଣି କରୋନା ସଂକ୍ରମଣରେ ଟିକେ ବ୍ରେକ ଲାଗିଛି । ଗତକାଲି 1000 ଉପରେ ସଂକ୍ରମଣ ହୋଇଥିବା ବେଳେ ଆଜି ଆସିଥିବା ରିପୋର୍ଟରେ କମିଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୮୭୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Covid-19 Report For 16th July
New Positive Cases: 872
Of which 0-18 years: 123
In quarantine: 512
Local contacts: 360(Details of local contacts will be shared by concerned District)
1. Angul: 4
2. Balasore: 8
3. Bargarh: 9
4. Bhadrak: 6
5. Balangir: 7
6. Boudh: 11— I & PR Department, Odisha (@IPR_Odisha) July 17, 2022
ସଙ୍ଗରୋଧରୁ ୫୧୨ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୩୬୦। ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୨୩ ଆକ୍ରାନ୍ତ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୯୧୧୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Comments are closed.